ମଙ୍କିପକ୍ସ କୁ ନେଇ ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ବୈଠକ…

- Advertisement -

() 30ରେ ମଙ୍କିପକ୍ସ ନେଇ ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ବୈଠକ। ସ୍ଥିତି ଉପରେ ନଜର ରଖାଯାଇଛି। ବାହାରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖାଯାଇଛି। ମଙ୍କିପକ୍ସ ପାଇଁ ଦେଶରେ 10ଟି ପରୀକ୍ଷା କେନ୍ଦ୍ର ଅଛି। ଯେଉଁମାନଙ୍କର ଲକ୍ଷଣ ରହିଛି ସେମାନେ ସ୍ୱାସ୍ଥ୍ୟ ବିଭାଗ ସହ ପରାମର୍ଶ କରନ୍ତୁ। ଗାଇଡ଼ଲାଇନ ଆସିବା ପରେ ଏବେ ହସ୍ପିଟାଲଗୁଡିକରେ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ନବ କିଶୋର ଦାସ,ସ୍ବାସ୍ଥ୍ୟମନ୍ତ୍ରୀ

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -

Latest Articles