ନିରାପଦ ରେ ରକ୍ଷା ବନ୍ଧନ ପର୍ବ ପାଳନ କରିବା ପାଇଁ ପରାମର୍ଶ ଦେଲେ :ମୁଖ୍ୟମନ୍ତ୍ରୀ…

- Advertisement -

() ରାକ୍ଷୀ ପୁର୍ଣିମା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।କୋଭିଡ କୁ ଦୃଷ୍ଟିରେ ରଖି ଗହଳି ନ କରି ଜନସାଧାରଣ ନିରାପଦ ରେ ରକ୍ଷା ବନ୍ଧନ ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହିତ,ଆଗାମୀ କାଲି ରକ୍ଷା ବନ୍ଧନ ପାଇଁ ନବୀନ ନିବାସ କୁ ନ ଆସିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣ ଙ୍କୁ ଅନୁରୋଧ କରିଛନ୍ତି।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles