ଭୁବନେଶ୍ୱର : ବର୍ତ୍ତମାନ ସମୟରେ ଓଡ଼ିଶା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ରାଜ୍ୟରେ ଏବେ ଆଉ ଜଣେ କରୋନା ପଜେଟିବ ଚିହ୍ନଟ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।ତାଙ୍କର ବିଷୟରେ ଏଯାଏଁ କୌଣସି ସୂଚନ ମିଳିପାରିନାହିଁ ।ଏବେ ରାଜ୍ୟରେ କରୋନା ପଜେଟିବଙ୍କ ସଂଖ୍ୟା ୫୬ ରେ ପହଞ୍ଚିଛି । ବର୍ତ୍ତମାନ ପର୍ଯ୍ୟନ୍ତ ୩୭ ଜଣ ଚିକିତ୍ସିତ ହେଉଛନ୍ତି। ଏହାସହ ୧୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।