ସୁସ୍ଥ ହେଲେ ୩ ଜଣ, ପୁଣି ଜଣେ କରୋନା ରୋଗୀ ଚି଼ହ୍ନଟ..

- Advertisement -

ଭୁବନେଶ୍ୱର:ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ 8619ଟି ନମୂନା କୋଭିଡ୍-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ 61 ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। 21 ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା 39 ରହିଛି। 103 ଜଣ ହସ୍ପିଟାଲ୍ ଆଇସୋଲେସନରେ ଅଛନ୍ତି l
ତେବେ ଆଜି ପୁଣି ଜଣେ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି l ଏହାକୁ ଲଗାଇ ରାଜ୍ୟରେ କରୋନା ରୋଗୀ ସଂଖ୍ୟା 61ରେ ପହଂଚିଛି l

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles