ଯାଜପୁରରେ ଆଉ ଜଣେ  ଆକ୍ରାନ୍ତ ଚିହ୍ନଟ : ଜିଲ୍ଲାରେ ମୋଟ 19

- Advertisement -

ଯାଜପୁର  : ବର୍ତ୍ତମାନ ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସବୁଠାରୁ ଚିନ୍ତାର ବିଷୟ ହେଉଛନ୍ତି ଯାଜପୁର ଜିଲ୍ଲାର । ଏହି ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ 19ଛୁଇଁଲା କରୋନା ସଂଖ୍ୟା। ସେ ବାସୁଦେବପୁର ବୋଲି ଜଣାପଡିଛି l ଆକ୍ରନ୍ତ ପଶ୍ଚିମ ବଙ୍ଗ ଫେରନ୍ତାଙ୍କ ସହ ସଂସ୍ପର୍ଶରେ ଆସିଥିଲେ ବୋଲି ଜଣାଇଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 111 l

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles