ସ୍କୁଲ ଓ କଲେଜ ଛାତ୍ର ସଂକ୍ରମଣ ଘଟଣା କୁ ନେଇ ; ଜନସ୍ୱାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ରଙ୍କ ପ୍ରତିକ୍ରିୟା…

- Advertisement -

( ) ସୁନ୍ଦରଗଡ଼ ଓ ବୁର୍ଲାରେ ସ୍କୁଲ ଓ କଲେଜ ଛାତ୍ର ସଂକ୍ରମଣ ଘଟଣା । ଜନସ୍ୱାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ରଙ୍କ ପ୍ରତିକ୍ରିୟା । ଯେଉଁ ଛାତ୍ରଛାତ୍ରୀଙ୍କଠାରେ ଲକ୍ଷଣ ରହୁଛି, ସେମାନେ ସ୍କୁଲ ଯାଆନ୍ତୁ ନାହିଁ । ସଂକ୍ରମଣ ନେଇ ସ୍ଥାନୀୟ ପ୍ରଶାସନ ଅବଗତ ଅଛନ୍ତି । ଯେଉଁମାନେ ସଂକ୍ରମିତ, ସେମାନଙ୍କୁ ସଂଗରୋଧରେ ରଖାଯାଇଛି । କଲେଜ ଛାତ୍ରଛାତ୍ରୀ ଟୀକା ନେଇଥବାରୁ ଗୁରୁତର ହେବାର ଆଶଙ୍କା ନାହିଁ । କିନ୍ତୁ ସ୍କୁଲ ଛାତ୍ରଛାତ୍ରୀଙ୍କ ଲାଗି ସାମାନ୍ୟ ଚିନ୍ତା ରହିଛି । ସ୍କୁଲ ଓ କଲେଜରେ କର୍ତ୍ତୃପକ୍ଷ ଲକ୍ଷଣ ଥିବା ଛାତ୍ରଛାତ୍ରୀଙ୍କ ଉପରେ ନଜର ରଖନ୍ତୁ । ସ୍କୁଲ ଓ କଲେଜରେ ନିୟମ କଡ଼ାକଡ଼ି ପାଳନ କରିବାକୁ କୁହାଯାଇଛି । ସଚେତନ ରହିଲେ, ସଂକ୍ରମଣ କୁ ରୋକିପାରିବା । ଭୟଭୀତ ହେବାର ନାହିଁ, ଓଡ଼ିଶାରେ ସଂକ୍ରମଣ କମୁଛି ।
ବାଇଟ- ନିରଞ୍ଜନ ମିଶ୍ର, ଜନସ୍ୱାସ୍ଥ୍ୟ ନିର୍ଦେଶକ

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles